ଘୁଞ୍ଚିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ତାରିଖ
Join our subscribers list to get the latest news, updates and special offers directly in your inbox
କଟକ: ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ତାରିଖ ଘୁଞ୍ଚାଯାଇଛି। ଆସନ୍ତା ୫ ତାରିଖ ପର୍ୟ୍ୟନ୍ତ ଛାତ୍ରଛାତ୍ରୀମାନେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ କରିପାରିବେ। ୫ ତାରିଖ ପରେ ଆଉ ଫର୍ମ ପୂରଣ ସୁଯୋଗ ମିଳିବନି। ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଏ ନେଇ ସୂଚନା ଦିଆଯାଇଛି।
KhabarOdisha Bureau Sep 27, 2023 6
admin Jan 30, 2026 3
admin Jan 29, 2026 4
admin Jan 29, 2026 6
admin Jan 29, 2026 4
admin Jan 29, 2026 4

