ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫:ପ୍ରଧାନମନ୍ତ୍ରୀ

Jan 28, 2025 - 21:24
 2
ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫:ପ୍ରଧାନମନ୍ତ୍ରୀ

ଭୁବନେଶ୍ବରରେ ଦୁଇ ଦିନିଆ ନିବେଶକ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ ଆରମ୍ଭ ହୋଇଯାଇଛି। ଜନତା ମଇଦାନରେ ଆୟୋଜିତ ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଶା ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ।